ବସନ୍ତଋତୁରେ ଗ୍ରୀଷ୍ମ ଭଳି ଖରା ହେଲାଣି। ଏମିତିରେ ଝାଳରେ ମେକ୍ଅପ୍ ଖରାପ ହୋଇଯିବାକୁ ନେଇ ଅନେକ ମହିଳାଙ୍କର ଚିନ୍ତା ବଢ଼ିଲାଣି। ତେଣୁ ଏଭଳି ଗରମରେ ବି ମେକ୍ଅପ୍କୁ କିପରି ଦୀର୍ଘ ସମୟ ରଖିପାରିବେ ଜାଣିରଖନ୍ତୁ ଟିପ୍ସ…ମେକଅପ୍ ନେବା ପୂର୍ବରୁ ମାଇଲ୍ଡ କ୍ଲିଞ୍ଜରରେ ମୁହଁକୁ ସଫାକରି ଟୋନିଂ କରନ୍ତୁ। ଅଏଲି ସ୍କିନ୍ ହୋଇଥିଲେ ଅଏଲ ଆବ୍ଜର୍ବିଂ ଟୋନର ବ୍ୟବହାର କରନ୍ତୁ। ନଚେତ୍ ଅମୃତଭଣ୍ଡା, କାକୁଡ଼ି, ଟମାଟୋ ରସକୁ ପ୍ରାକୃତିକ ଟୋନର ଭାବେ ବ୍ୟବହାର କରିପାରିବେ।ସ୍କିନ୍ ଡ୍ରାଏ ହୋଇଥିଲେ ଏସ୍ପିଏଫ୍ ୧୫ ଯୁକ୍ତ ମଶ୍ଚରାଇଜର ବ୍ୟବହାର କରନ୍ତୁ।ଖରାରେ ମେକ୍ଅପ୍ ଅଧିକ ସମୟ ରହିବା ଲାଗି ହାଇଲି ପିଗ୍ମେଣ୍ଟେଡ୍ ନଚେତ୍ ଓ୍ବାଟରପ୍ରୁଫ୍ ଫାଉଣ୍ଡେଶନ ସବୁଠୁ ଭଲ ଅପ୍ସନ। କ୍ରିମ୍ ଫାଉଣ୍ଡେଶନ ନ ଲଗାଇ ଜେଲ୍ ବେସ୍ ଫାଉଣ୍ଡେଶନ ଲଗାନ୍ତୁ। ମନେରଖନ୍ତୁ ଏହିଦିନେ ଫାଉଣ୍ଡେଶନ ମୋଟା ଲେୟାରରେ ଆଦୌ ନ ଲଗାଇ ପତଳା କରି ଲଗାନ୍ତୁ ଏବଂ ୩ ମିନିଟ୍ ଶୁଖିବାକୁ ଛାଡ଼ି ଦିଅନ୍ତୁ।କାଜଲ୍, ଲାଇନର ଏବଂ ମସ୍କରା ବ୍ୟବହାର କରି ଲାଇଟ୍ ଆଇ ମେକ୍ଅପ୍ ନିଅନ୍ତୁ। ଲାଭେଣ୍ଡର, କୋରାଲ ପିଙ୍କ୍ ଭଳି ଆଇସ୍ୟାଡୋ ବ୍ୟବହାର କରନ୍ତୁ। ଏହା ଝାଳ ଲାଗି ବୋଳି ହେଲେ ବି ମେକ୍ଅପ୍ ଖରାପ ଲାଗି ନ ଥାଏ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
Prev Post
Next Post