ତରବରିଆ ଭାବରେ ଆମେ ଖାଦ୍ୟକୁ ନଚୋବାଇ ଶୀଘ୍ର ଶୀଘ୍ର ଗିଳିଦିଅନ୍ତି । ତେବେ ଏହା ଦେହ ପ୍ରତି କେତେ କ୍ଷତିକାରକ ଆପଣ ଜାଣନ୍ତି କି ?ଏକ ଅନୁଧ୍ୟାନରୁ ଜଣାଯାଇଛି ଯେ ନଚୋବାଇ ଖାଉଥିବା ବ୍ୟକ୍ତିଙ୍କ ଓଜନ ଚୋବାଇ ଧୀରେ ଧୀରେ ଖାଉଥିବା ବ୍ୟକ୍ତିଙ୍କ ଓଜନ ତୁଳନାରେ ଅଧିକ ହୋଇଥାଏ।ହଜମ ପ୍ରକ୍ରିୟା ନିୟନ୍ତ୍ରଣରେ ରହେ: ଡେରି ଯାଏଁ ଚୋବାଇବା ଦ୍ବାରା ପାଟିରେ ଲାଳ ସୃଷ୍ଟି ହୋଇଥାଏ ଯାହା ଖାଦ୍ୟକୁ ନରମ କରି ଭାଙ୍ଗିବାରେ ସାହାଯ୍ୟ କରିଥାଏ ଏବଂ କାର୍ବୋହାଇଡ୍ରେଟସ ଏବଂ ଫ୍ୟାଟସକୁ ଅଲଗା କରିଥାଏ ।
Trending
- ଆଜି ଚାଷୀଙ୍କ ଖାତାକୁ ଯାଇଛି ସିଏମ୍ କିଷାନର ୩ୟ କିସ୍ତି ଟଙ୍କା
- ମନାଲି ରେ ପ୍ରବଳ ବର୍ଷା , ନଦୀରେ ବୁଡ଼ିଲା ପକଅପ ଭ୍ୟାନ
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
Next Post