ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜ ଜୀବନଶୈଳୀ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ଦରକାର। କାରଣ ନିଜକୁ ସୁସ୍ଥ ରଖିବା ପଛରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଯଦି ଜଣେ ବ୍ୟକ୍ତି ଉନ୍ନତ ଜୀବନଶୈଳୀ ଅନୁସରଣ କରନ୍ତି, ତେବେ ତାଙ୍କର ହୃତ୍ପିଣ୍ଡ ଠିକ୍ ଭାବରେ କାର୍ଯ୍ୟ କରିବାର ସମ୍ଭାବନା ଅଧିକ। ତେଣୁ ଏଥିପାଇଁ ନିଜକୁ ଯେତେସମ୍ଭବ ନକାରାତ୍ମକ କଥାଠାରୁ ଦୂରେଇ ରଖନ୍ତୁ। ସବୁବେଳେ ଟେନ୍ସନ୍ରେ ରହିଲେ ତା’ର ପ୍ରଭାବ ହୃତ୍ପିଣ୍ଡ ଉପରେ ପଡ଼ିଥାଏ। ଏହାଠୁ ନିଜକୁ ଯେତେ ଦୂରେଇ ରଖିବେ ସେତେ ଭଲ। ଖୁସିର ମାହୋଲରେ ରହିବାକୁ ଚେଷ୍ଟା କରନ୍ତୁ। ସବୁବେଳେ ନିଜର ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରନ୍ତୁ। ନ ହେଲେ ଏ ନେଇ ଚିନ୍ତାଗ୍ରସ୍ତ ହେଲେ ତାହାର ପ୍ରଭାବ ହୃତ୍ପିଣ୍ଡର କାର୍ଯ୍ୟଧାରା ଉପରେ ପଡ଼ିବାର ଆଶଙ୍କା ରହିଛି।
Trending
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
Prev Post