ଘରର ଅନ୍ୟ କୌଣସି ସ୍ଥାନରେ ଲଗାଯାଇଥିବା ଟ୍ୟାପରୁ ଯଦି ପାଣି ସବୁବେଳେ ଟପ୍ ଟପ୍ ହୋଇ ପଡେ, ତେବେ ବାସ୍ତୁ ହିସାବରେ ଏହା ଅଶୁଭ ବୋଲି ବିବେଚନା କରାଯାଏ । ଘରେ ସିଙ୍କ କିମ୍ବା ବାଥରୁମ ଟ୍ୟାପ ଏବଂ ଟାଙ୍କିକୁ ବନ୍ଦ କରିବା ପରେ ମଧ୍ୟ ବୁନ୍ଦା ବୁନ୍ଦା ହୋଇ ପାଣି ପଡ଼ିବା ଦ୍ୱାରା ନକାରାତ୍ମକ ଶକ୍ତି ଜାତ ହୋଇଥାଏ । ଏଭଳି ପରିସ୍ଥିତିରେ ଜଳ ନଷ୍ଟ କରିବା କିମ୍ବା ପ୍ରବାହିତ କରିବା ଭଲ ନୁହେଁ । ବାସ୍ତୁ ଅନୁଯାୟୀ, ଯେଉଁ ଘରେ ଟ୍ୟାପରୁ ପାଣି ଟପ୍ ଟପ୍ ହୋଇ ସବୁବେଳେ ପଡ଼ିଥାଏ, ସେଠାର ଅଯଥା ଖର୍ଚ୍ଚ ଅଧିକ ହୋଇଥାଏ ।ବାସ୍ତୁ ବିଶେଷଜ୍ଞମାନେ କହିଛନ୍ତି ଯେ, ଯଦି ଆପଣଙ୍କ ଘରେ କୌଣସି ସ୍ଥାନରେ ଟ୍ୟାପରୁ ସବୁବେଳେଟପ୍ ଟପ୍ ହୋଇ ପାଣି ବାହାରୁଛି, ତେବେ ଏହା ଅଯଥା ଖର୍ଚ୍ଚ ବୋଲି ଜାଣିରଖନ୍ତୁ । ଏଥିରେ ଯଦି ରୋଷେଇ ଘରର ନଳ ରହିଛି, ତେବେ ଏହା ଅଶୁଭ ବୋଲି କୁହାଯାଏ । କୁହାଯାଏ କି, ରୋଷେଇ ଘରେ ଅଗ୍ନିର ବାସ ହୋଇଥାଏ । ଏପରି ପରିସ୍ଥିତିରେ ପାଣିର ବୁନ୍ଦା ପଡ଼ିବା ଅର୍ଥାତ୍ ଅଗ୍ନି ଓ ପାଣି ଏକାଠି ହେବ । ବାସ୍ତୁ ଅନୁସାରେ, ଏହି ୨ଟିର ମିଶ୍ରଣ ଯୋଗୁଁ ଜଣେ ବ୍ୟକ୍ତିଙ୍କୁ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିବ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post