ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ଭୟଙ୍କର ରୋଗ। ଲୁଣ ଏପରି ଏକ ଦ୍ରବ୍ୟ ଯାହା ଦୈନନ୍ଦିନ ପ୍ରତ୍ୟେକ ବ୍ୟକ୍ତିଙ୍କ ରୋଷେଇ ଘରେ ଏହା ବ୍ୟବହାର ହୋଇଥାଏ । ବିନା ଲୁଣରେ କୌଣସି ଖାଦ୍ୟ ଖାଇ ହୁଏନାହିଁ ଏବଂ ଲୁଣ ବିନା କୌଣସି ଖାଦ୍ୟର ସ୍ୱାଦ ମଧ୍ୟ ନଥାଏ । ତେବେ କିଛି ଲୋକ ଅତ୍ୟଧିକ ମାତ୍ରାରେ ଲୁଣ ଖାଇଥାନ୍ତି । ସେମାନଙ୍କ ପକ୍ଷରେ ବିନା ଲୁଣରେ କୌଣସି ଖାଦ୍ୟ ଖାଇବା ଅସମ୍ଭବ ହୋଇଯାଇଥାଏ । ଯଦି ଆପଣ ମାତ୍ରାଧିକ ଲୁଣର ସେବନ କରୁଛନ୍ତି ।ତେବେ ଆପଣ ଏବେଠୁ ସାବଧାନ ହୋଇଯାଆନ୍ତୁ । ଏହି ଅଭ୍ୟାସ ଆପଣଙ୍କୁ ବଡ଼ ସମସ୍ୟାରେ ପକାଇପାରେ । ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ କହିବା ଅନୁସାରେ, ମେଡିକାଲ କ୍ଷେତ୍ରରେ ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ପାଇଁ ମନା କରାଯାଇଥାଏ । କାରଣ ଲୁଣ ସେବନ ଦ୍ୱାରା ଆପଣ ଅନେକ ବଡ଼ ବଡ଼ ରୋଗର ବଶବର୍ତ୍ତୀ ହୋଇଥାନ୍ତି । ସେଥିରୁ ମୁଖ୍ୟ ହେଉଛି ଉଚ୍ଚ ରକ୍ତଚାପ । ମାତ୍ରାଧିକ ଲୁଣ ସେବନ ଦ୍ୱାରା ପ୍ରଥମେ ଏହି ରୋଗ ହିଁ ମଣିଷକୁ ସଂକ୍ରମଣ କରିଥାଏ ।ଶରୀର ଠିକ ଭାବରେ କାର୍ୟ୍ୟକ୍ଷମ ହେବା ପାଇଁ ଲୁଣର ଆବଶ୍ୟକତା ରହିଛି । କିନ୍ତୁ ଏହାର ମାତ୍ରାଧିକ ସେବନ ହୃଦରୋଗ, ରକ୍ତଚାପ, ଷ୍ଟ୍ରୋକ ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାର କାରଣ ହୋଇଥାଏ ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post