ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍, ଫୋଲେଟ୍, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା କ୍ୟାଲସିୟମ୍ ଅକ୍ସାଲେଟ୍ କିଡ୍ନୀ ଷ୍ଟୋନ ସମସ୍ୟା ଦୂର କରିଥାଏ। ତେଣୁ ସକାଳେ ଏଥିରୁ ଅଧାଗ୍ଲାସ ପିଇଲେ ବହୁ ଫାଇଦା ମିଳେ। ଏହା ପାଚନ କ୍ରିୟାକୁ ନିୟନ୍ତ୍ରିତ କରିବା ସହିତ ସୃତିଶକ୍ତି ପ୍ରଖର କରେ। ଲେମ୍ବୁପାଣି ରକ୍ତ ସଞ୍ଚାଳନ ସ୍ବାଭାବିକ କରିଥାଏ। ଫଳରେ ହାର୍ଟ ଆଟାକ୍, ମେଦବହୁଳତା,ରକ୍ତଚାପ ଓ ଡାଇବେଟିସ୍ ସମସ୍ୟା ଦୂର ହୋଇଥାଏ। ଏହା ଇନସୁଲିନ୍କୁ କ୍ରିୟାଶୀଳ କରାଇବା ସହିତ କର୍କଟ ରୋଗ ନିରାକରଣରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରେ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post