ସାଧାରଣ ଲୋକଙ୍କ ସମେତ ସେୟାର ମାର୍କେଟ୍ ନିବେଶକଙ୍କ ମଧ୍ୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ବଡ଼ ଆଶା ରହିଛି । ଆଜି ଷ୍ଟକ ମାର୍କେଟ ନିବେଶକମାନଙ୍କ ପାଇଁ ଏକ ଶୁଭ ଦିନ ହେବ ବୋଲି ଆଶା କରାଯାଉଛି । ଘରୋଇ ଷ୍ଟକ ମାର୍କେଟ ବର୍ତ୍ତମାନ ସମୟରେ ଅନେକ ଥର ସର୍ବୋଚ୍ଚ ସ୍ତର ଛୁଇଁଛି । ଏଭଳି ପରିସ୍ଥିତିରେ ପୂର୍ଣ୍ଣ ବଜେଟ ଉପରେ ବଜାରର ପ୍ରଭାବ କ’ଣ ରହିବ ତାହା ଉପରେ ସମସ୍ତଙ୍କ ନଜର ରହିଛି।ଘରୋଇ ଷ୍ଟକ ବଜାର ମଙ୍ଗଳବାର ଦିନ ବୃଦ୍ଧି ସହିତ ଖୋଲିଛି। ଯାହା ବଜେଟରୁ ଅନେକ ଆଶା କରୁଛି । ଆଜି ସକାଳ ୯.୧୫ରେ, ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍ଇ)ର ବେଞ୍ଚମାର୍କ ସେନ୍ସେକ୍ସ ୨୩୬ ପଏଣ୍ଟ ବୃଦ୍ଧି ସହିତ ୮୦୭୩୮.୫୪ ସ୍ତରରେ କାରବାର କରୁଥିବା ଦେଖାଯାଇଥିଲା । ସେହିଭଳି ନିଫ୍ଟି ବା ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍ଏସ୍ଇ) ମଧ୍ୟ ୨୪,୫୬୦.୩୦ ସ୍ତରରେ ୫୧ ପଏଣ୍ଟ ବୃଦ୍ଧି ସହିତ ଖୋଲିଛି
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post