ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୬୪ (୨୬୪.୨୭) ପଏଣ୍ଟ କମି ୮୫,୫୭୨ (୮୫,୫୭୧.୮୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୭ (୩୭.୧୦) ପଏଣ୍ଟ ହ୍ରାସ ଘଟି ୨୬,୧୭୯ (୨୬,୧୭୮.୯୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।
Trending
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
Prev Post
Next Post