ରାଜ୍ୟରେ ଆଳୁ ସଙ୍କଟ ଭିତରେ ଖାଉଟିଙ୍କ ପାଇଁ ଭଲ ଖବର। ୧୦୦ ଟଙ୍କାରେ ମିଳୁଛି ୩ କିଲୋ ଆଳୁ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ଦେବା ଆରମ୍ଭ ହୋଇଛି। ଏମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସାଧାରଣ ଲୋକଙ୍କୁ ଆଳୁ ବିକ୍ରି କରୁଛନ୍ତି। ସରକାରୀ ଖୁଚରା ବିକ୍ରିୟ କେନ୍ଦ୍ରରୁ ଆଳୁ ନେବା ପାଇଁ ଲୋକଙ୍କ ଲମ୍ବା ଲାଇନ୍ ଲାଗିଛି। ଘର ପିଛା ୩ କିଲୋ ଆଳୁ ଦିଆଯାଉଛି। ଦୀର୍ଘ ଦିନ ହେବ ରାଜ୍ୟରେ ଆଳୁ ସଙ୍କଟ ଦେଖିବାକୁ ମିଳିଥିବା ବେଳେ ଆଜିଠାରୁ ସରକାର ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା