ଲୋକସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ବମ୍ବେ ଷ୍ଟକ୍ ବଜାର ସେନ୍ସେକ୍ସ ଦ୍ରୁତ ଗତିରେ ଆଗକୁ ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ଆକଳନ କରିଥିଲେ ତାହା ସତ ହୋଇଛି। ଜୁନ୍ ୪ରେ ଫଳ ପ୍ରକାଶ ପାଇବା ପରେ ସେନ୍ସେକ୍ସରେ ୫୦୦୦ ପଏଣ୍ଟରୁ ଅଧିକ ବୃଦ୍ଧି ହୋଇଛି। ତାହାର ପ୍ରଭାବରେ ନିବେଶକମାନଙ୍କୁ ୪୨.୪ ଲକ୍ଷ କୋଟି ଟଙ୍କାର ଫାଇଦା ମିଳିଛି। ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା କମ୍ପାନିଗୁଡ଼ିକର ମୋଟ ବଜାର ପୁଞ୍ଜି ପରିମାଣ ୪୩୭.୨୪ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Prev Post