ଲୋକସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ବମ୍ବେ ଷ୍ଟକ୍ ବଜାର ସେନ୍ସେକ୍ସ ଦ୍ରୁତ ଗତିରେ ଆଗକୁ ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ଆକଳନ କରିଥିଲେ ତାହା ସତ ହୋଇଛି। ଜୁନ୍ ୪ରେ ଫଳ ପ୍ରକାଶ ପାଇବା ପରେ ସେନ୍ସେକ୍ସରେ ୫୦୦୦ ପଏଣ୍ଟରୁ ଅଧିକ ବୃଦ୍ଧି ହୋଇଛି। ତାହାର ପ୍ରଭାବରେ ନିବେଶକମାନଙ୍କୁ ୪୨.୪ ଲକ୍ଷ କୋଟି ଟଙ୍କାର ଫାଇଦା ମିଳିଛି। ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା କମ୍ପାନିଗୁଡ଼ିକର ମୋଟ ବଜାର ପୁଞ୍ଜି ପରିମାଣ ୪୩୭.୨୪ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post