ସାଧାରଣ ଭାବେ ଲୋକମାନେ ଷ୍ଟକ ମାର୍କେଟ, ମ୍ୟୁଚୁଆଲ ଫଣ୍ଡ, ବ୍ୟାଙ୍କ ସ୍ଥାୟୀ ଜମା (ଏଫଡି) ଓ ରିକରିଂ ଡିପୋଜିଟ, ପୋଷ୍ଟାଲ ଏଫଡି, ଭାରତୀୟ ଜୀବନ ବୀମା (ଏଲଆଇସି) ଆଦି ବିଭିନ୍ନ ସ୍କିମରେ ନିବେଶ କରିଥାନ୍ତି ।ତେବେ ଅନେକ ଲୋକ ଏଫଡିକୁ ନିବେଶର ଏକ ବଢ଼ିଆ ବିକଳ୍ପ ଭାବେ ଗ୍ରହଣ କରିଥାନ୍ତି । ତେବେ ଯଦି ଆପଣମାନେ ଏଫଡିରେ ନିବେଶ କରିବାକୁ ଇଚ୍ଛୁକ ତେବେ ଆପଣଙ୍କ ପାଇଁ ଆସିଛି ଏକ ବଢ଼ିଆ ସୁଯୋଗ । କିଛି ବ୍ୟାଙ୍କ କିଛି ଅବଧି ପାଇଁ ଏଫଡି ଉପରେ ୯ ପ୍ରତିଶତରୁ ଅଧିକ ସୁଧ ପ୍ରଦାନ କରିଥାନ୍ତି । ତେବେ ୬ଟି ବ୍ୟାଙ୍କରେ ଆପଣମାନେ ଏଫଡିରେ ନିବେଶ କରି ୮ ପ୍ରତିଶତରୁ ଅଧିକ ସୁଧ ପାଇ ପାରିବେ ।୧- ଉଜ୍ଜୀବନ ସ୍ମଲ ଫାଇନାନ୍ସ ବ୍ୟାଙ୍କ ପକ୍ଷରୁ ଏକ ବର୍ଷିଆ ଏଫଡି ଉପରେ ୮.୨୫ ପ୍ରତିଶତ ସୁଧ ମିଳୁଛି । ଏହା ଯେ କୌଣସି ବ୍ୟାଙ୍କ ତରଫରୁ ପ୍ରଦାନ କରାଯାଉଥିବା ସର୍ବାଧିକ ସୁଧ ହାର ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post