ଇସ୍ରାଏଲ୍ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଏହାକୁ ନେଇ ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା ଭାରତୀୟ ଷ୍ଟକ ବଜାରକୁ ଗୁରୁତର ଭାବେ ପ୍ରଭାବିତ କରିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜ୍ର ସେନ୍ସେକ୍ସରେ ଗତ ଛଅଟି କାରବାର ଦିନରେ ଲଗାତାର ଭାବେ ହ୍ରାସ ପାଉଥିବାରୁ ନିବେଶକମାନଙ୍କ ସମ୍ପତ୍ତିରେ ବଡ଼ ଧରଣର ହ୍ରାସ ଘଟିଛି। ଆଜି ସେନ୍ସେକ୍ସରେ ଆଉ ୯୦୦ ପଏଣ୍ଟ୍ ହ୍ରାସ ହେବାରୁ ତାହା ୬୪ ହଜାର ପଏଣ୍ଟ୍ ତଳକୁ ଖସିଯାଇଛି।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post