ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେଇଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ଜଣ ସଦସ୍ୟ ଯୋଗଦେଇଛନ୍ତି।
Trending
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Prev Post
Next Post