ଅର୍ଥମନ୍ତ୍ରୀଙ୍କ ଅଭିଭାଷଣ ଆରମ୍ଭ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ବଜେଟ୍ ଉପସ୍ଥାପନ କରିବା ସହ ଅନ୍ତରୀଣ ବଜେଟ୍ ୨୦୨୪ ପାଇଁ ନିଜର ବଜେଟ୍ ଭାଷଣ ଆରମ୍ଭ କରିଛନ୍ତି। ଏହାର କିଛି ସମୟ ପୂର୍ବରୁ ବଜେଟକୁ କ୍ୟାବିନେ୍ଟ ମଂଜୁରୀ ମିଳିଥିଲା ।