ଦୁଇ/ତିନି ମାସ ପରେ ଦେଶରେ ସାଧାରଣ ନିର୍ବାଚନ ହେବ। ଲୋକକସଭା ନିର୍ବାଚନ ପୂର୍ବରୁ ସାଂସଦ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟିର ନେତୃତ୍ବରେ ଏନ୍ଡିଏ ଆଜି (କେରଳ) କେରଳରେ ଏକମାସ ବ୍ୟାପି ପଦଯାତ୍ରା ଆରମ୍ଭ କରୁଛି। ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା କାସରଗୌଡ଼ ଜିଲ୍ଲାରେ ଏହି ପଦଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ରାଜ୍ୟ ସଭାପତି କେ ସୁଦର୍ଶନ ପଦଯାତ୍ରାର ଆରମ୍ଭ କରିବେ ଓ ସେ ଧାର୍ମିକ ଓ ସାମାଜିକ ନେତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଜଡ଼ିତ ରହୁଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟିବେ। ଏଥି ସହିତ ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ହିତାଧିକାରୀମାନଙ୍କୁ ଅବଗତ କରିବେ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post