ଆସନ୍ତାକାଲି ଭାରତର ଦୀର୍ଘତମ ସମୁଦ୍ର ପୋଲ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ (ଏମ୍ଟିଏଚ୍ଏଲ୍) ଉଦ୍ଘାଟନ ହେବ। ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି ଦିଆଯିବ ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ‘ଅଟଳ ସେତୁ’ ଭାବେ ନାମିତ ଏହି ଏମ୍ଟିଏଚ୍ଏଲ୍କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post