ଓଡ଼ିଶାରେ ନିର୍ବାଚନ ଜିତିବାକୁ ବିଜେପି ସବୁ ପ୍ରକାରର ଉଦ୍ୟମ ଚଳାଇଥିବାବେଳେ ପ୍ରଚାରକୁ ଶାଣିତ କରିବାକୁ ମଙ୍ଗଳବାର
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶାହ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିରେ, ଅପରାହ୍ନ ୨ଟା୧୫ରେ କୋରେଇ ନିର୍ବାଚନମଣ୍ଡଳୀର ପାଣିକୋଇଲିଠାରେ ଏବଂ ଅପରାହ୍ନ ୪ଟାରେ ନିମାପଡ଼ାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।
ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଆଜି ବିଭିନ୍ନ ସ୍ଥାନରେ ପ୍ରଚାର କରିଥିବାବେଳେ ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୩୦ରେ ରାଇରଙ୍ଗପୁରଠାରେ ଅନୁଷ୍ଠିତ ରୋଡ୍ ସୋ’ରେ ଯୋଗଦେବେ। ଏହା ପରେ ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ନ ୧୨ଟା ୫ରେ ମୋରଡ଼ା ନିର୍ବାଚନମଣ୍ଡଳୀର ସୁଳିଆପଦା, ଅପରାହ୍ନ ୨ଟା ୧୫ରେ ସୋରର ରଘୁନାଥପୁର, ଅପରାହ୍ନ ୪ଟାରେ ଜଗତସିଂହପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post