ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ । ସେ ସୋନପୁରରେ ନିର୍ବାଚନ ବିଗୁଲ ଫୁଙ୍କିବେ । ରାଜ୍ୟରେ ପ୍ରଚାର କାର୍ଯ୍ୟ ପାଇଁ ଅମିତ ଶାହାଙ୍କ ଏହା ପ୍ରଥମ ଗସ୍ତ ହୋଇଥିବା ବେଳେ ରାଜ୍ୟ ବିଜେପି ନେତା ଓ କର୍ମୀ ଉତ୍ସାହିତ ଅଛନ୍ତି । ରାଜ୍ୟ ସରକାରଙ୍କ ପ୍ରତି ତାଙ୍କର ଆଭିମୁଖ୍ୟ କିପରି ରହିବ ତାହା ଉପରେ ସମସ୍ତଙ୍କ ନଜର ରହିଛି ।ଆଜି ଅପରାହ୍ନ ୩ଟା ୪୫ରେ ଝାରସୁଗୁଡ଼ା ବିମାନ ବନ୍ଦର ପହଞ୍ଚିବେ । ସେଠାରୁ ସୋନପୁର ରାମେଶ୍ୱର ଷ୍ଟାଡ଼ିୟମ ଠାରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରିବେ । ଏହି ସଭାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦଳର ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହ ଅନ୍ୟ ରାଜ୍ୟସ୍ତରୀୟ ଶୀର୍ଷ ନେତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶାହା ରାଜ୍ୟ ନେତୃତ୍ୱଙ୍କ ସହ ନିର୍ବାଚନୀ ରଣନୀତି ନେଇ ଆଲୋଚନା କରିବେ ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Prev Post
Next Post