ଆଫଗାନିସ୍ତାନରେ ଲଗାତାର ଭୂକମ୍ପ ଅନୁଭୂତ ହେଉଛି । ଏହି କ୍ରମରେ ଗୁରୁବାର ସକାଳ କେତେକ ଅଞ୍ଚଳରେ ଭୂମିକମ୍ପ ଝଟକା ଲାଗିଥିଲା । ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ରେକର୍ଡ କରାଯାଉଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପ ସକାଳ ପ୍ରାୟ ୧: ୧୦ ରେ ଅନୁଭୂତ ହୋଇଥିଲା ଓ ଏହା୧୫୦ କିଲୋମିଟର ଗଭୀରରେ ହୋଇଥିଲା । ମୃତାହତ କିମ୍ବା କ୍ଷୟକ୍ଷତି ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ । ସୂଚନାଯୋଗ୍ୟ ଯେ, ଆଫଗାନିସ୍ତାନରେ ଏହା ଲଗାତାର ଚତୁର୍ଥ ଭୂକମ୍ପ ଏବଂ ହେରାତ ପ୍ରଦେଶରେ ତୀବ୍ର ଭୂକମ୍ପ ହେବାର ଗୋଟିଏ ସପ୍ତାହ ଏହା ଅନୂଭୂତ ହୋଇଛି, ସେଥିରେ ୪,୦୦୦ ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ ।
Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Next Post