ଆଜି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୟୂରଭଞ୍ଜ ବାରିପଦା, ବାଲେଶ୍ବରର ରେମୁଣା ଓ କେନ୍ଦ୍ରାପଡ଼ାରେ ବିଶାଳ ଜନସଭାକୁ ସମ୍ବୋଧନ କରିବେ ମୋଦି । ପ୍ରଧାନମନ୍ତ୍ରୀ ମୋଦି ଦିନିକିଆ ଗସ୍ତରେ ଆସି ବାରିପଦା ଛଉ ପଡିଆରେ ବିଶାଳ ଜନ ସଭାରେ ଉଦବୋଧନ ଦେବେ । ଏଥିସହ ବାଲେଶ୍ବରର ରେମୁଣା ଏବଂ ପରେ ଅପରାହ୍ଣ ସାଢ଼େ ୩ଟାରେ କେନ୍ଦ୍ରାପଡାର ବାରୁଅ ପଡିଆରେ ଜନସଭା କରିବେ ପ୍ରଧାନମନ୍ତ୍ରୀ । ଶେଷ ପର୍ଯ୍ୟାୟ ମତଦାନ ପୂର୍ବରୁ ପ୍ରଚାରରେ ଭରିବେ ତାତି । ସମଗ୍ର ଉତ୍ତର ଓ ଉପକୂଳ ଓଡ଼ିଶାରେ ପଡ଼ିବ ମୋଦିଙ୍କ ଗସ୍ତର ପ୍ରଭାବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post