ଓଡିଶା ଆସିବେ ମୋଦି। ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସି କେନ୍ଦ୍ରାପଡା ଲୋକ ସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post