କେବେ ସରିବ ଉତ୍ତରକାଶୀରେ ଟନେଲ ରେସକ୍ୟୁ ଅପରେସନ୍ ? ନୂଆ ସୂର୍ଯ୍ୟୋଦୟ ଅପେକ୍ଷାରେ ୪୧ ଶ୍ରମିକ । ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଉଦ୍ଧାର ପାଇଁ ଆଉ ୧୪ ମିଟର ବାକି ରହିଛି । କିନ୍ତୁ ଟେକ୍ନିକାଲ୍ ସମସ୍ୟା ଯୋଗୁ ପୁଣି ଥରେ ଉଦ୍ଧାର ଅଭିଯାନ ସ୍ଥଗିତ ରହିଛି । ଶୁକ୍ରବାର ରାତିରୁ ଡ୍ରିଲିଂ କାମ ବନ୍ଦ ରହିଛି ।ମେସିନ ଆଗରେ ପୁଣି ଏକ ଧାତବ ଅଂଶ ଆସିବାରୁ କାମ ବନ୍ଦ ରହିଛି । ଉଦ୍ଧାରକାରୀ ଟିମ୍ ହାତରେ ଡ୍ରିଲିଂ ପାଇଁ ରେସକ୍ୟୁରେ ବିଳମ୍ବ, ପ୍ରସ୍ତୁତ ହେଲା ନୂଆ ପ୍ଲାନ୍ବିଚାର କରୁଛନ୍ତି । ମେସିନ ସାହାଯ୍ୟରେ ବାରମ୍ବାର ବାଧା ଉପୁଜୁଥିବାରୁ ହାତରେ ଖୋଳିବାକୁ ଯୋଜନା କରାଯାଉଛି । ତେବେ ଏହି ବିକଳ୍ପ ଆପଣାଇଲେ ରେସକ୍ୟୁ ଅପରେସନରେ ଅଧିକ ସମୟ ଲାଗିପାରେ । ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ଭିତରକୁ ପ୍ରବେଶ କରାଯିବ ୬ ମିଟର ଲମ୍ବର ଦୁଇଟି ପାଇପ୍ ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post