ଆଦିତ୍ୟ ଏଲ୍୧କୁ ସେପ୍ଟେମ୍ବର ୨ରେ ଶ୍ରୀହାରିକୋଟାସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ସଫଳତାର ସହ ଲଞ୍ଚ କରାଯାଇଥିଲା। ଇସ୍ରୋ ମୁତାବକ, ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ‘ଆଦିତ୍ୟ ଏଲ୍୧’ ହେଉଛି ପ୍ରଥମ ମହାକାଶ ଆଧାରିତ ଅବ୍ଜରଭେଟୋରୀ। ଏହି ମହାକାଶଯାନ ୧୨୫ ଦିନ ମଧ୍ୟରେ ପୃଥିବୀଠାରୁ ପ୍ରାୟ ୧୫ ଲକ୍ଷ କିଲୋମିଟର ଯାତ୍ରା କରିବା ପରେ ‘ଏଲ୍୧’ ବିନ୍ଦୁ ପାଖରେ ଏକ ପ୍ରଭାମଣ୍ଡଳ କକ୍ଷରେ ସ୍ଥାପିତ ହେବ।ଭାରତର ସୂର୍ଯ୍ୟ ମିଶନ ‘ଆଦିତ୍ୟ ଏଲ୍୧’ରେ ଲାଗିଥିବା ପେଲୋଡ୍ ସୁଟ୍ ସୂର୍ଯ୍ୟଙ୍କ ଫଟୋ ଉତ୍ତୋଳନ କରିଛି। ଇସ୍ରୋ ଶୁକ୍ରବାର ଏହି ସୂଚନା ଦେଇଛି। ଇସ୍ରୋ ନିଜର ଅଫିସିଆଲ୍ ‘ଏକ୍ସ’ ହ୍ୟାଣ୍ଡେଲ୍ରୁ ଏକ ପୋଷ୍ଟରେ କହିଛି ଯେ ‘ସୁଟ୍ ପେଲୋଡ୍ ଅଲଟ୍ରାଭାଓଲେଟ୍ ୱେଭ ଲେନ୍ଥସ୍ ନିକଟରେ ସୂର୍ଯ୍ୟଙ୍କର ପୂର୍ଣ୍ଣ ଡିସ୍କ ଇମେଜ୍ କଏଦ କରିଛି’।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post