ତେଲୁଗୁ ଦେଶମ ପାର୍ଟି (ଟିଡିପି) ସାଧାରଣ ସମ୍ପାଦକ ନାରା ଲୋକେଶ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ଜେଲରେ ତାଙ୍କ ପିତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରାବାବୁ ନାଇଡୁଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା ପ୍ରକାଶ କରିଛନ୍ତି। ଦକ୍ଷତା ବିକାଶ ସ୍କାମ ମାମଲାରେ ନାଇଡୁ ସେପ୍ଟେମ୍ବର ୧୧ରୁ ଆନ୍ଧ୍ରପ୍ରଦେଶର ରାଜହମୁଣ୍ଡ୍ରି ସେଣ୍ଟ୍ରାଲ ଜେଲରେ ନ୍ୟାୟିକ ହେପାଜତରେ ଅଛନ୍ତି। ତାଙ୍କର ନ୍ୟାୟିକ ହେପାଜତ ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ତାଙ୍କ (ନାଇଡୁ) ଙ୍କ ଜୀବନ ପ୍ରତି ବିପଦ ଥିବା ଜେଲର ଭୟାବହ ଅବସ୍ଥା ବିଷୟରେ ସୂଚନା ଦେଇ ଲୋକେଶ ତାଙ୍କ ପୋଷ୍ଟରେ କହିଛନ୍ତି। ଆନ୍ଧ୍ର ପ୍ରଦେଶର ସିଆଇଡି ଅମରାବତୀ ଇନର୍ ରିଙ୍ଗ ରୋଡ ସ୍କାମ ମାମଲାରେ ନାଇଡୁଙ୍କୁ ପଚରାଉଚରା କରିବାର ଗୋଟିଏ ଦିନ ପରେ ଲୋକେଶ ଶାହାଙ୍କୁ ଭେଟିଥିଲେ। ନିକଟରେ ଲୋକେଶ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ତାଙ୍କ ପିତାଙ୍କ ଗିରଫଦାରୀ ମାମଲାରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Next Post