ଜନଶତାବ୍ଦୀ ଏକ୍ସପ୍ରେସରେ ନିଆଁ। ଭୁବନେଶ୍ବରରୁ ହାୱଡ଼ା ଯାଉଥିବା ଏକ୍ସପ୍ରେସରେ ଅଗ୍ନିକାଣ୍ଡ। କୋଚ୍ ତଳେ ନିଆଁ ଲାଗିଯାଇଥିଲା। ବ୍ରେକ ସୁରୁ ବାହାରିଥିଲା ପ୍ରବଳ ଧୂଆଁ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କଟକ ଷ୍ଟେସନ ଦେଇ ଯାଉଥିବାବେଳେ ଟ୍ରେନ ତଳୁ ନିଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ନିଆଁକୁ ଆୟତ୍ତ କରିବା ପରେ ଟ୍ରେନଟି କଟକ ଷ୍ଟେସନରୁ ଛାଡ଼ିଥିଲା। ତେବେ ଏଥିରେ କାହାରି କୌଣସି କ୍ଷତି ହୋଇନାହିଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post
Next Post