ଜନଶତାବ୍ଦୀ ଏକ୍ସପ୍ରେସରେ ନିଆଁ। ଭୁବନେଶ୍ବରରୁ ହାୱଡ଼ା ଯାଉଥିବା ଏକ୍ସପ୍ରେସରେ ଅଗ୍ନିକାଣ୍ଡ। କୋଚ୍ ତଳେ ନିଆଁ ଲାଗିଯାଇଥିଲା। ବ୍ରେକ ସୁରୁ ବାହାରିଥିଲା ପ୍ରବଳ ଧୂଆଁ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କଟକ ଷ୍ଟେସନ ଦେଇ ଯାଉଥିବାବେଳେ ଟ୍ରେନ ତଳୁ ନିଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ନିଆଁକୁ ଆୟତ୍ତ କରିବା ପରେ ଟ୍ରେନଟି କଟକ ଷ୍ଟେସନରୁ ଛାଡ଼ିଥିଲା। ତେବେ ଏଥିରେ କାହାରି କୌଣସି କ୍ଷତି ହୋଇନାହିଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।
Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ
Prev Post
Next Post