ଭାରତର ଅଧ୍ୟକ୍ଷତାରେ ଦିଲ୍ଲୀରେ ଚାଲିଥିବା ଜି-୨୦ ସମ୍ମିଳନୀରେ ବଡ଼ ସଫଳତା । ସମ୍ମଳିନୀରେ ନୂଆଦିଲ୍ଲୀ ଲିଡର୍ସ ଘୋଷଣାପତ୍ରକୁ ମଞ୍ଜୁରୀ ମିଳିଛି । ଗ୍ରୁପ ୨୦ ସମ୍ମିଳନୀରେ ଶାନ୍ତି ଓ ସ୍ଥିରତାର ବାର୍ତ୍ତା ସହ ନୂଆଦିଲ୍ଲୀ ଘୋଷଣାନାମାରେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାରକୁ ନା କହିଛନ୍ତି। ଋଷ-ୟୁକ୍ରେନ ଯୁଦ୍ଧର ସ୍ଥାୟୀ ଶାନ୍ତିପୂର୍ଣ୍ଣ ସମାଧାନ, ସୀମାଗତ ସଂହତିର ସୁରକ୍ଷା ଘୋଷଣାନାମାରେ ସ୍ଥାନ ପାଇଛି । ଫୋର ‘ପି’କୁ ଘୋଷଣାନାମାରେ ଦିଆଯାଇଛି ଗୁରୁତ୍ବ । ତାହାହେଲା ପ୍ଲାନେଟ, ପିପୁଲ, ପିସ୍ ଓ ପ୍ରସପରିଟି । ଶକ୍ତିଶାଳୀ, ନିରନ୍ତର, ସମତୁଲ ଓ ସମାବେଶୀ ଅଭିବୃଦ୍ଧି କୁ ଗୁରୁତ୍ବ ଦିଆଯାଇଛି । ନିରନ୍ତର ବିକାଶ ଲକ୍ଷ୍ୟର ଗତିକୁ ତ୍ୱରାନ୍ୱିତ କରିବା. ଉତ୍ତମ ଭବିଷ୍ୟତ ପାଇଁ ସବୁଜ ବିକାଶ ଚୁକ୍ତି. ଏକବିଂଶ ଶତାବ୍ଦୀ ପାଇଁ ମଲ୍ଟିଲାଟେରାଲ ଇନଷ୍ଟିଚ୍ୟୁସନ୍ସ. ବହୁପକ୍ଷବାଦକୁ ପୁର୍ନଜୀବିତ କରିବା ଉପରେ ଜୋର ଦିଆଯାଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ