ବଢୁଛି ଦିଲ୍ଲୀ ପ୍ରଦୂଷଣ ସମସ୍ୟା । ପ୍ରଦୂଷଣ ବୃଦ୍ଧି ଯୋଗୁ ଅନେକ ସ୍ଥାନରେ ସ୍ଥିତି ହେଲାଣି ଉଦବେଗଜନକ । ଗତକାଲି ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ. ସକ୍ସେନାଙ୍କ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବୈଠକରେ ସ୍ଥିତି ସମୀକ୍ଷା କରାଯାଇଥିଲା । ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ସମସ୍ତ ସରକାରୀ ବିଭାଗ ଓ ସଂସ୍ଥା ପ୍ରଦୂଷଣ ନିୟନ୍ତ୍ରଣ ଲାଗି ପଦକ୍ଷେପ ନେବେ ।ଯଥାସମ୍ଭବ ଘରେ ରହିବା ଲାଗି ପିଲା ଓ ବୟସ୍କଙ୍କୁ ଦିଆଯାଇଛି ପରାମର୍ଶ । ବିନା କାରଣରେ ଯାତ୍ରା ନକରିବା, ପବ୍ଲିକ ଟ୍ରାନସପୋର୍ଟ ବ୍ୟବହାର କରିବା, ଯାନ୍ତ୍ରିକ ଉପାୟରେ ସଫେଇ, ଜଳ ସିଞ୍ଚନ ଆଦି ତ୍ବାରାନ୍ବିତ କରିବା, ନିଆଁ ନିୟନ୍ତ୍ରଣ ଲାଗି ପଞ୍ଜାବକୁ ଅନୁରୋଧ କରିବା ଲାଗି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଦିଲ୍ଲୀର ଅଧିକାଂଶ ସ୍ଥାନରେ ଏକ୍ୟୁଆଇ ୪୫୦ରୁ ଅଧିକ ରହିଥିବାରୁ ଏହାକୁ ନେଇ ଉଦବେଗ ପ୍ରକାଶ ପାଇଛି ।
Trending
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
Prev Post
Next Post