ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି। ନିକଟରେ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ପାକିସ୍ତାନର ସ୍ଥାୟୀ ରାଷ୍ଟ୍ରଦୂତ ମୁନିର ଆକ୍ରମ କହିଛନ୍ତି, ନୂତନ ଭାରତ ବିପଦପୂର୍ଣ୍ଣ। ଭାରତର ଏହି ଅଭିଯାନ କେବଳ ପାକିସ୍ତାନରେ ସୀମିତ ନୁହେଁ ବରଂ କାନାଡା ଏବଂ ଆମେରିକାରେ ମଧ୍ୟ ସକ୍ରିୟ ଅଛି।ଆମେରିକାର ଏକ ଅଗ୍ରଣୀ ଖବରକାଗଜ ନିକଟରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ପ୍ରକାଶ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏକ ରାଲିରେ କହିଥିଲେ ଯେ, ଭାରତର ଶତ୍ରୁ ପାକିସ୍ତାନ ମଧ୍ୟ ଜାଣେ ଯେ ଏହା ହେଉଛି ନୂଆ ଭାରତ, ଏହା ଆପଣଙ୍କ ଘରକୁ ଆସି ଆପଣଙ୍କୁ ମାରିଦିଏ। ଏହି ରିପୋର୍ଟକୁ ଦର୍ଶାଇ ଆକ୍ରମ କହିଛନ୍ତି, ଏହା ସୁରକ୍ଷା ପ୍ରଦାନକାରୀ ନୁହେଁ ବରଂ ଅସୁରକ୍ଷିତତା। ଭାରତୀୟ ଅଭିଯାନ ସମ୍ପର୍କରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ସୁରକ୍ଷା ପରିଷଦକୁ ଏନେଇ ସୂଚନା ଦେଇଛନ୍ତି।ଏହାପୂର୍ବରୁ ବ୍ରିଟିଶ ମୁଖ୍ୟ ଖବରକାଗଜ ଦାବି କରିଥିଲା,ଭାରତ ସରକାରଙ୍କ ନିର୍ଦ୍ଦେଶରେ ପାକିସ୍ତାନରେ ଆତଙ୍କବାଦୀଙ୍କ ପେଣ୍ଠସ୍ଥଳୀ ଧ୍ୱସଂ ହେଉଛନ୍ତି।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post