ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ଫେରିବା ପରେ ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ମୋଦିଙ୍କ ଗସ୍ତ ନେଇ ଖୁବଶୀଘ୍ର ତାରିଖ ନିର୍ଦ୍ଧାରଣ କରାଯିବ। ଏହା ସହ 22ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ 3ରେ ସମ୍ବଲପୁର ଗସ୍ତରେ ଆସିଥିଲେ। ସମ୍ବଲପୁର ଆଇଆଇଏମର ଉଦଘାଟନ କରିବା ସହ ରେମେଡରେ ସାଧାରଣ ସଭାରେ ଯୋଗ ଦେଇଥିଲେ।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
Prev Post
Next Post