ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସର୍ବୋଚ୍ଚ ସ୍ଥାନରେ ନିର୍ମିତ ବିଶ୍ୱର ଦୀର୍ଘତମ ସେଲା ଟନେଲକୁ ଦେଶକୁ ଉତ୍ସର୍ଗ କରିଛନ୍ତି। ସେ ଆସାମ ଏବଂ ଅରୁଣାଚଳକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ମଧ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ,, ସାମରିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଏହି ଟନେଲ ହେଉଛି ୧୩,୦୦୦ ଫୁଟ ଉଚ୍ଚରେ ନିର୍ମିତ ଲମ୍ବା ଟନେଲ। ଏହି ଡବଲ ଲେନ ବାଲା ଅଲ ଓ୍ବେଦର ଟନେଲ ଅରୁଣାଚଳ ପ୍ରଦେଶର ପଶ୍ଚିମ କାମିଙ୍ଗ ଏବଂ ତାୱାଙ୍ଗ ଜିଲାକୁ ସଂଯୋଗ କରିବ।ଏହି ସମୟରେ ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ କହିଛନ୍ତି ଯେ, ଆଜି ମୁଁ ଉତ୍ତର-ପୂର୍ବର ସମସ୍ତ ରାଜ୍ୟ ସହିତ ବିକଶିତ ଉତ୍ତର-ପୂର୍ବର ଏହି ଉତ୍ସବରେ ଅଂଶଗ୍ରହଣ କରିବାର ସୁଯୋଗ ପାଇଲି। ଏକ ବିକଶିତ ରାଜ୍ୟରୁ ବିକଶିତ ଦେଶ ପର୍ଯ୍ୟନ୍ତ ଭାରତର ଜାତୀୟ ଉତ୍ସବ ସମଗ୍ର ଦେଶରେ ଦ୍ରୁତ ଗତିରେ ଜାରି ରହିଛି। ସେ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ଆପଣଙ୍କ ସ୍ବପ୍ନ ମୋଦିଙ୍କ ସଂକଳ୍ପ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post