ଭାରତୀୟ ନାଗରିକଙ୍କ ପାଇଁ ଭିସା ମୁକ୍ତ କଲା ମାଲେସିଆ । ଶ୍ରୀଲଙ୍କା ଓ ଥାଇଲ୍ୟାଣ୍ଡ ପରେ ଭାରତୀୟଙ୍କ ପାଇଁ ଭିସା ମୁକ୍ତ କରିଛି ମାଲେସିଆ । ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ଭିସାମୁକ୍ତ ପ୍ରବେଶ ଅନୁମତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ଘୋଷଣା କରିଛନ୍ତି ।ରବିବାର ବିଳମ୍ବିତ ରାତିରେ ପିପୁଲ୍ସ ଜଷ୍ଟିସ ପାର୍ଟି କଂଗ୍ରେସରେ ବାର୍ଷିକ କାର୍ଯ୍ୟକ୍ରମରେ ଏହି ଘୋଷଣା କରିଛନ୍ତି । ଆସନ୍ତା ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ମାଲେସିଆ ସରକାର ଭିସା ମୁକ୍ତ କରୁଛନ୍ତି । ଏଥିସହ ୩୦ ଦିନର ରହଣି ସୁବିଧା ମଧ୍ୟ ରଖାଯାଇଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post