ଭାରତୀୟ ନାଗରିକଙ୍କ ପାଇଁ ଭିସା ମୁକ୍ତ କଲା ମାଲେସିଆ । ଶ୍ରୀଲଙ୍କା ଓ ଥାଇଲ୍ୟାଣ୍ଡ ପରେ ଭାରତୀୟଙ୍କ ପାଇଁ ଭିସା ମୁକ୍ତ କରିଛି ମାଲେସିଆ । ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ଭିସାମୁକ୍ତ ପ୍ରବେଶ ଅନୁମତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ଘୋଷଣା କରିଛନ୍ତି ।ରବିବାର ବିଳମ୍ବିତ ରାତିରେ ପିପୁଲ୍ସ ଜଷ୍ଟିସ ପାର୍ଟି କଂଗ୍ରେସରେ ବାର୍ଷିକ କାର୍ଯ୍ୟକ୍ରମରେ ଏହି ଘୋଷଣା କରିଛନ୍ତି । ଆସନ୍ତା ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ମାଲେସିଆ ସରକାର ଭିସା ମୁକ୍ତ କରୁଛନ୍ତି । ଏଥିସହ ୩୦ ଦିନର ରହଣି ସୁବିଧା ମଧ୍ୟ ରଖାଯାଇଛି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post