୨୦୨୦ ଗଲ୍ୱାନ୍ ସଂଘର୍ଷ ପରେ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍ଏସି) ନିକଟରେ ଚୀନ୍ ସୈନିକମାନଙ୍କ ସହିତ ଭାରତୀୟ ସୈନିକମାନଙ୍କର ଆଉ ୨ଥର ସଂଘର୍ଷ ଘଟିଥିବା କଥା ‘ଏନ୍ଡିଟିଭି’ ରିପୋର୍ଟ କରିଛି।ପୂର୍ବରୁ ଜଣାପଡ଼ି ନ ଥିବା ଏ ଘଟଣା ଭାରତୀୟ ସେନା କର୍ମଚାରୀଙ୍କୁ ସାହସିକତା ପୁରସ୍କାର ପ୍ରଦାନ ସମୟରେ ଦିଆଯାଉଥିବା ପ୍ରଶସ୍ତିପତ୍ରରୁ ଜଣାପଡ଼ିଛି।ଗତ ସପ୍ତାହରେ ସେନାର ପଶ୍ଚିମ କମାଣ୍ଡ୍ ଆୟୋଜନ କରିଥିବା ପୁରସ୍କାର ଉତ୍ସବରେ ପ୍ରଦାନ କରାଯାଇଥିବା ପ୍ରଶସ୍ତିପତ୍ରରେ ଏ କଥା ଉଲ୍ଲେଖ ଅଛି।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post