ୱାୟନାଡ ଭୂସ୍ଖଳନରେ ୩୦୦ ମୁହାଁ ମୃତ୍ୟୁ ସଂଖ୍ୟା । ଏବେବି ୨୦୦ରୁ ଅଧିକଙ୍କ ପତ୍ତା ମିଳୁନି । କେରଳ ବୁଲିବାକୁ ଯାଇ ପ୍ରାଣ ହରାଇଥିବା ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଛି । ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ପାଲ୍ । ସେପଟେ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ଖୋଜ୍ ଖବର ମିଳୁନଥିବା ବେଳେ ଝାରସୁଗୁଡ଼ାର ସ୍ୱୀକୃତି ମହାପାତ୍ର ଏବେବି ଭେଣ୍ଟିଲେଟରରେ ଅଛନ୍ତି ।ଭୂସ୍ଖଳନରେ ମୃତ ଓଡ଼ିଆ ଡାକ୍ତରଙ୍କ ମିଳିଲା ମୃତଦେହ । ଆସନ୍ତାକାଲି ଓଡ଼ିଶା ଆସିପାରେ ମୃତ ବିଷ୍ଣୁ ପ୍ରସାଦଙ୍କ ମରଶରୀର । ବୁଲିବାକୁ ଯାଇ ବିପର୍ଯ୍ୟୟର ଶିକାର ହୋଇଥିବା ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମରଶରୀର ଘରକୁ ଆଣିବାକୁ ଆରମ୍ଭ ହୋଇଛି ପ୍ରକ୍ରିୟା । ଖୁବଶୀଘ୍ର ତାଙ୍କ ମୃତଦେହ ଓଡ଼ିଶା ଆସିବ ବୋଲି କହିଛନ୍ତି, ରାଜ୍ୟ ସରକାରଙ୍କ ପକ୍ଷରୁ କେରଳ ଯାଇଥିବା ଡାକ୍ତର ଦିଲୀପ ରାଉତରାୟ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post