ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ଏହି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ । ଏହା ସହ ରାଜ୍ୟରେ ୨୭୪ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।ମାର୍ଚ୍ଚ ୧୨ ତାରିଖ ମଙ୍ଗଳବାରଠାରୁ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଲୋକାର୍ପଣ କରିବେ । ଯେଉଁଥିରେ ପ୍ରଧାନମନ୍ତ୍ରୀ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି । ଯାହା ମଧ୍ୟରୁ ଓଡ଼ିଶାରେ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ ଗଡ଼ିବ । ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ଓଡ଼ିଶାରୁ ବିଶାଖାପଟନମ୍ ପର୍ଯ୍ୟନ୍ତ ଚାଲିବ । ଓଡ଼ିଶାର ଚାଲିବାପାଇଁ ଥିବା ଏହି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସଟି ଖୋର୍ଦ୍ଧା, ବାଲୁଗାଁ, ବ୍ରହ୍ମପୁର ଦେଇ ବିଶାଖପଟନମରେ ପହଞ୍ଚିବ । ଏହା ସପ୍ତାହକୁ ୬ ଦିନ ଚାଲିବା ନେଇ ସୂଚନାରୁ ପ୍ରକାଶ । ସେହିପରି ସାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତର ଶୁଭାରମ୍ଭ ହେବା ସହ ୪ଟି ବନ୍ଦେ ଭାରତ ଟ୍ରେନ୍ର ସମ୍ପ୍ରସାରଣ ଏବଂ ଅନ୍ୟାନ୍ୟ ଟ୍ରେନ୍ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Prev Post
Next Post