ମହାରାଷ୍ଟ୍ରର ଚିପଲୁନ୍ରେ ମୁମ୍ବାଇ-ଗୋଆ ୪ ଲେନ୍ ବିଶିଷ୍ଟ ନିର୍ମାଣାଧୀନ ଫ୍ଲାଏ ଓଭର ଭୁଶୁଡି ପଡିଛି। ଏହି ସମୟର ଏକ ଭୟାନକ୍ ଭିଡିଓ ସାମ୍ନାକୁ ଆସିଛି। ପ୍ରଥମେ ଫ୍ଲାଏ ଓଭରର ଏକ ଅଂଶ ଭୁଶୁଡ଼ି ପଡ଼ିଥିଲା, ପରେ ରାଜପଥର ଏକ ବ୍ଲକ୍ ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ତଳେ ପଡ଼ିଯାଇଥିଲା।ଏହି ଦୁର୍ଘଟଣାରେ କେହି ମୃତାହତ ହେବାର ଖବର ନାହିଁ। କୋଙ୍କଣ ଅଞ୍ଚଳର ସବୁଠାରୁ ବଡ଼ ଫ୍ଲାଏ ଓଭର ଭୁଶୁଡ଼ି ପଡ଼ିବାରୁ ଏହା ଉପରେ ଥିବା ଏକ କ୍ରେନ୍ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏହି କ୍ରେନ୍ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲା। ଦୁର୍ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି, ଯେଉଁଥିରେ ବ୍ରିଜ ଭୁଶୁଡ଼ିବା କ୍ଷଣି ଆଖାପାଖରେ ଥିବା ଲୋକମାନେ ଏଣେତେଣେ ଦୌଡ଼ୁଥିବା ଦେଖିବାକୁ ମିଳୁଛି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post