ମଣିପୁରରେ ହିଂସା ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ରାଜ୍ୟରେ ଇଣ୍ଟରନେଟ୍ ଉପରେ ଥିବା ପ୍ରତିବନ୍ଧକକୁ ଆହୁରି ୫ ଦିନ ବୃଦ୍ଧି କରିଛି। ମଣିପୁର ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି, ସୁରକ୍ଷା ବାହିନୀ ସହ ସଂଘର୍ଷ, ନିର୍ବାଚିତ ସଦସ୍ୟଙ୍କ ବାସଭବନ ଆଗରେ ଭିଡ଼ ଲଗାଇବାକୁ ଚେଷ୍ଟା ଏବଂ ପୋଲିସ ଷ୍ଟେଶନ ସାମ୍ନାରେ ବିରୋଧ ପ୍ରଦର୍ଶନ ଆଜି ଘଟଣା ଏବେ ମଧ୍ୟ ରିପୋର୍ଟ କରାଯାଉଛି।ଯାହା ପାଇଁ ଇଣ୍ଟରନେଟ୍ ପ୍ରତିବନ୍ଧକକୁ ଆଉ ୫ ଦିନ ବଢାଇଦିଆଯାଇଛି। ଏହି ପ୍ରତିବନ୍ଧକ ଅକ୍ଟୋବର ୧୧ ସନ୍ଧ୍ୟା ୭.୪୫ ପର୍ଯ୍ୟନ୍ତ ବଳବତ୍ତର ରହିବ।
Trending
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
Next Post