ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ମିଳିଲା ‘ଜେଡ’ ବର୍ଗର ସୁରକ୍ଷା। କେନ୍ଦ୍ର ଗୃହ ମନ୍ତ୍ରାଳୟର ସୂତ୍ର ଅନୁଯାୟୀ, ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି)ର ଗୁଇନ୍ଦା ରିପୋର୍ଟ ଆଧାରରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ରାଜୀବ କୁମାରଙ୍କୁ ହତ୍ୟା ଧମକ ମିଳିଛି ନା ଅନ୍ୟ କିଛି ବିପଦ ରହିଛି, ସେ ବିଷୟରେ ଜଣାଇ ନାହିଁ ଗୃହ ମନ୍ତ୍ରାଳୟ। ଆଇବି ନିଜ ରିପୋର୍ଟରେ କ’ଣ ଦର୍ଶାଇଛି, ତାହା ସାମ୍ନାକୁ ଆସିନାହିଁ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ