ରେଳବାଇ ଦ୍ୱାରା ଦିଆଯାଇଥିବା ଖାଦ୍ୟ ଖାଇବା ପରେ ପ୍ରାୟ ୮୦ ଜଣ ଲୋକ ଫୁଡ ପଏଜନିଙ୍ଗ୍ର ଶିକାର ହୋଇଥିଲେ । ଏହା ପରେ ସେହି ଟ୍ରେନ୍ର ସମସ୍ତ ଯାତ୍ରୀଙ୍କୁ ପୁଣେର ସୁସୁନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ବିଳମ୍ବିତ ରାତିରେ ଟ୍ରେନ୍ ପୁଣେ ରେଳ ଷ୍ଟେସନରେ ପହଞ୍ଚିବା ପରେ ସମସ୍ତ ଅସୁସ୍ଥ ଯାତ୍ରୀଙ୍କୁ ରେଳ ଷ୍ଟେସନରେ ପ୍ରଥମେ ଚିକିତ୍ସା କରାଯାଇଥିଲା । ଏହା ପରେ ସେମାନଙ୍କୁ ପୁଣେର ସୁସୁନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ଏପରି ସୂଚନା ରହିଛି ଯେ ସମସ୍ତ ଯାତ୍ରୀଙ୍କ ଅବସ୍ଥା ଠିକ୍ ଥିବା କୁହାଯାଉଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post