National ଶିମିଳିପାଳ ପରିଦର୍ଶନରେ ରାଷ୍ଟ୍ରପତି On May 5, 2023 ରାଷ୍ଟ୍ରପତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିଛନ୍ତି । ପ୍ରାୟ ୧୦ଟା ୨୫ ମିନିଟ୍ରେ ଦ୍ରୌପଦୀ ମୁର୍ମୁ ଯଶିପୁରସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇଥିଲେ। ଏହା ପରେ ସେ ସ୍ବତନ୍ତ୍ର ଗାଡ଼ି ଯୋଗେ ଶିମିଳିପାଳ ବୁଲିବାକୁ ବାହାରିଥିଲେ। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କାଳିଆମି ଗେଟ୍ ଦେଇ ଅଭୟାରଣ୍ୟ ଭିତରେ ପ୍ରବେଶ କରିଥିଲେ। ସେଠାରେ ସେ ୨ ଘଣ୍ଟା ମଧ୍ୟରେ ବରେହିପାଣି ଓ ଯୋରନ୍ଦା ଜଳପ୍ରପାତ ଏବଂ ଚହଲା ପ୍ରକୃତି ନିବାସ ପରିଦର୍ଶନ କରିଛନ୍ତି । Share