ନୂଆଦିଲ୍ଲୀ : କେନ୍ଦ୍ର ସରକାର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏକ ପୋଷ୍ଟରେ କହିଛନ୍ତି ଯେ ସଂସଦର ସ୍ୱତନ୍ତ୍ର ଅଧିବେଶନ ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ୫ଟି ବୈଠକ ଅନୁଷ୍ଠିତ ହେବ। ନୂଆ ସଂସଦରେ ଏହି ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ । ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଅଧିବେଶନରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଆଗତ ହେବ। ଏହି ବିଲ୍ ଯୋଗୁଁ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି। ପ୍ରହ୍ଲାଦ ଯୋଶୀ ଲେଖିଛନ୍ତି ଯେ ମୁଁ ଅମୃତ କାଳ ମଧ୍ୟରେ ସଂସଦରେ ଅର୍ଥପୂର୍ଣ୍ଣ ଆଲୋଚନା ଏବଂ ବିତର୍କକୁ ଅପେକ୍ଷା କରିଛି । ତେବେ ସରକାରଙ୍କ କଣ ଉଦ୍ଦେଶ୍ୟ ତାହା ବୁଝାପଡୁନାହିଁ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ