ଲଗାଣ ବର୍ଷା ଯୋଗୁ ହିମାଚଳ ପ୍ରଦେଶରେ ଭୂସ୍ଖଳନ ଏବଂ ହଠାତ୍ ଆସିଥିବା ବନ୍ୟା କାରଣରୁ ୨୧୩ଟି ସଡ଼କ ବନ୍ଦ ହୋଇପଡ଼ିଥିବା ନେଇ ରାଜ୍ୟ ବିପର୍ଯ୍ୟୟ ଓ ପରିଚାଳନା ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଶିମଲା ଜିଲାର ୮୯, ସିରମୌରର ୪୨, ମଣ୍ଡିର ୩୭, କୁଲ୍ଲୁର ୨୬, କାଙ୍ଗଡ଼ାର ୬ ସଡ଼କ ବନ୍ଦ ରହିଛି। ସେହିପରି ରାଜ୍ୟର ୨୧୮ଟି ବିଦ୍ୟୁତ ଓ ୧୩୧ଟି ଜଳ ଯୋଗାଣ ଯୋଜନା ପ୍ରଭାବିତ ହୋଇଛି। ସୋମବାର ନିଗୁଲସାରୀରେ ଭୂସ୍ଖଳନ ଘଟିବା ପରେ କିନ୍ନୋର ଜିଲା ଶିମଲା ଜିଲାରୁ ବିଚ୍ଛିନ୍ନ ହୋଇଛି। ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post