ନୂଆଦିଲ୍ଲୀ : ଇଣ୍ଡିଆ ପୋଷ୍ଟରେ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ଗ୍ରାମୀଣ ଡାକ ସେବକ ଆସିଷ୍ଟାଣ୍ଡ ବ୍ରାଞ୍ଚ ପୋଷ୍ଟମାଷ୍ଟର ଏବଂ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଆଦି ପଦବୀ ପାଇଁ ନିଯୁକ୍ତି ପ୍ରକାଶ ପାଇଛି । ଇଣ୍ଡିଆ ପୋଷ୍ଟ ମନ୍ତ୍ରାଳୟ ଅଧୀନରେ ଯୋଗାଯୋଗ କରୁଛି । ଭାରତରେ ଏବେ ୨୩ଟି ଡାକ ସର୍କଲ କାର୍ଯ୍ୟ କରୁଛି । ଏହି ପଦବୀ ଗୁଡିକ ପାଇଁ ଆବେଦନର ଶେଷ ତାରିଖ ଅଗଷ୍ଟ ୨୩ .୨୦୨୩ ପର୍ଯ୍ୟନ୍ତ ରହିଛି । ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବାକୁ ହେଲେ ଅଫିସିଆଲ ୱେବସାଇଟ www.indiapostgdsonline.gov.in କୁ ଯାଇ ଲଗଇନ କରନ୍ତୁ ।
Trending
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
Next Post