ନୂଆଦିଲ୍ଲୀ : ଇଣ୍ଡିଆ ପୋଷ୍ଟରେ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ଗ୍ରାମୀଣ ଡାକ ସେବକ ଆସିଷ୍ଟାଣ୍ଡ ବ୍ରାଞ୍ଚ ପୋଷ୍ଟମାଷ୍ଟର ଏବଂ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଆଦି ପଦବୀ ପାଇଁ ନିଯୁକ୍ତି ପ୍ରକାଶ ପାଇଛି । ଇଣ୍ଡିଆ ପୋଷ୍ଟ ମନ୍ତ୍ରାଳୟ ଅଧୀନରେ ଯୋଗାଯୋଗ କରୁଛି । ଭାରତରେ ଏବେ ୨୩ଟି ଡାକ ସର୍କଲ କାର୍ଯ୍ୟ କରୁଛି । ଏହି ପଦବୀ ଗୁଡିକ ପାଇଁ ଆବେଦନର ଶେଷ ତାରିଖ ଅଗଷ୍ଟ ୨୩ .୨୦୨୩ ପର୍ଯ୍ୟନ୍ତ ରହିଛି । ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବାକୁ ହେଲେ ଅଫିସିଆଲ ୱେବସାଇଟ www.indiapostgdsonline.gov.in କୁ ଯାଇ ଲଗଇନ କରନ୍ତୁ ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Next Post