ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ସିଧାସଳଖ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏୟାର ଏସିଆ ଏହି ବିମାନସେବା ପ୍ରଦାନ କରିବ। ବିମାନଟି କୁଆଲାଲମ୍ପୁରରୁ ରାତି ୧୦ଟା ୧୦ରୁ ବାହାରି ଭୁବନେଶ୍ୱରରେ ରାତି ୧୧ଟା ୨୦ରେ ପହଞ୍ଚତ୍ବ। ସେହିପରି ଭୁବନେଶ୍ୱରରୁ ବିମାନ ପୁଣି ରାତି ୧୧ଟା ୫୦ରୁ ଉଡ଼ାଣ ଆରମ୍ଭ କରିବ। ସପ୍ତାହର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ୩ଦିନ ବିମାନ ଚଳାଚଳ କରିବ। ଉଲ୍ଲେଖଯୋଗ୍ୟ, ୨୦୧୭ରେ ଏୟାର ଏସିଆ ପକ୍ଷରୁ ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ବିମାନ ଚଳାଚଳ କରୁଥିଲା। କିନ୍ତୁ କୋଭିଡ୍ ପାଇଁ ଉକ୍ତ ବିମାନସେବା ବନ୍ଦ ହୋଇଯାଇଥିଲା। ଏବେ ପୁଣି ସିଧାସଳଖ ବିମାନସେବା ଆରମ୍ଭ ହେବା ଯାତ୍ରୀଙ୍କ ମଧ୍ୟରେ ଖୁସି ଆଣିଦେଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post