ଆଜି ଚାମ୍ପିଅନ୍ସ ଟ୍ରଫିରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ମହାମୁକାବିଲା। ବାଂଲାଦେଶ ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ଏଥର ୫ ସ୍ପିନରଙ୍କୁ ନେଇ ଟୁର୍ଣ୍ଣାମେଣ୍ଟକୁ ଯାଇଛି ରୋହିତ ବାହିନୀ । ଦୁବାଇରେ ଖେଳାଯିବାକୁ ଥିବା ଏହି ମୁକାବିଲା ହାଇସ୍କୋରିଂ ଓ ରୋମାଞ୍ଚକର ହେବ ବୋଲି ଦର୍ଶକ ଅପେକ୍ଷା କରିଛନ୍ତି । ବିଶେଷ କରି ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ବ୍ୟାଟିଂ ଯାଦୁ ଦେଖିବାକୁ ଚାହିଁବସିଛନ୍ତି କ୍ରିକେଟ ପ୍ରେମୀ । କିଛି ଦିନ ତଳେ ଶେଷ ହୋଇଥିବା ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଦର୍ଶନକୁ ଦେଖିଲେ ଲାଗୁଛି ଦଳ ଚାମ୍ପିୟନ ହେବାର ସାମର୍ଥ। ତେବେ ଭାରତ ଦିନିକିଆ କ୍ରିକେଟର ପାବାର ହାଉସ । ବୁମରା ନାହାନ୍ତି। ଜୟସ୍ୱାଲ ବି ନାହାନ୍ତି । ହେଲେ ସାମିଙ୍କ କମବ୍ୟାକ ଦଳକୁ ଶକ୍ତିଶାଳୀ ଓ ସନ୍ତୁଳିତ କରିଛି । ଅନ୍ୟପଟେ ବାରବାଟୀରେ ରୋହିତ ଶର୍ମା ଫର୍ମ ଫେରିପାଇବା ଟିମ୍ ଇଣ୍ଡିଆ ପାଇଁ ଶୁଭ ସଙ୍କେତ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ