ଚାଲିଛି ଭୋଟ ଗଣତି । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ଆଉ କିଛି ସମୟ ପରେ ସ୍ପଷ୍ଟ ହୋଇଯିବ । ଛତିଶଗଡର ୯୦ ଟି ବିଧାନସଭା ଆସନ, ମଧ୍ୟପ୍ରଦେଶର ୨୩୦, ତେଲେଙ୍ଗାନାର ୧୧୯ ଏବଂ ରାଜସ୍ଥାନର ୧୯୯ ଟି ଆସନର ରେଜଲ୍ଟ ଆଉ କିଛି ଘଣ୍ଟା ପରେ ଜଣାପଡିଯିବ । ମଧ୍ୟପ୍ରଦେଶରେ ବିଜେପି ପୁଣି କ୍ଷମତାକୁ ଫେରିବ ବୋଲି ପ୍ରାରମ୍ଭିକ ଟ୍ରେଣ୍ଡ କହୁଛି । ରାଜସ୍ଥାନରେ ବିଜେପି ଆଗରେ ଚାଲିଛି । ତେଲେଙ୍ଗାନାରେ କଂଗ୍ରେସ ସରକାର କରିବାକୁ ଥିବା ବେଳେ ଛତିଶଗଡରେ କଂଗ୍ରେସ ଓ ବିଜେପି ମଧ୍ୟରେ ଟକ୍କର ଚାଲିଛି । ମଧ୍ୟପ୍ରଦେଶର ୨୩୦ଟି ଆସନ, ଛତିଶଗଡରେ ୯୦, ତେଲେଙ୍ଗାନାରେ ୧୧୯ ଏବଂ ରାଜସ୍ଥାନରେ ୧୯୯ଟି ଆସନ ପାଇଁ କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post