ରାଜ୍ୟ ପାଇଁ ପ୍ରଭାରୀ ତାଲିକା ଘୋଷଣା କରିଛି ଦଳ। ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଉ ଏବେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦେଶର ସର୍ବବୃହତ୍ତ ଜନସଂଖ୍ୟା ବିଶିଷ୍ଟ ରାଜ୍ୟ ଉତ୍ତର ପ୍ରଦେଶ ଦାୟିତ୍ୱ ମିଳିଛି। ସେହିପରି, କେରଳ ପ୍ରଭାରୀ ଭାବେ ପ୍ରକାଶ ଜାଭେଦକରଙ୍କୁ ନିଯୁକ୍ତ କରାଯାଇ ଥିବାବେଳେ ପଞ୍ଜାବରେ ବିଜୟ ରୂପାଣୀ ଓ ନରିନ୍ଦର ସିଂହଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି। ତାମିଲନାଡୁର ଅରବିନ୍ଦ ମେନନ ଓ ସୁଧାକର ରେଡ୍ଡୀ, ପଶ୍ଚିମବଙ୍ଗର ମଙ୍ଗଲ ପାଣ୍ଡେ, ଅମିତ ମାଲବ୍ୟ ଏବଂ ଆଶା ଲକଡ଼ାଙ୍କୁ ପ୍ରଭାରୀ କରାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post